ଆଦି ପୁସ୍ତକ 27:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ। Viz kapitolaଓଡିଆ ବାଇବେଲ22 ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।” Viz kapitolaପବିତ୍ର ବାଇବଲ22 ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇସ୍ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।” Viz kapitola |