ଆଦି ପୁସ୍ତକ 27:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅନନ୍ତର ତାହାର ପିତା ଇସ୍ହାକ କହିଲେ, ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ଵନ କର। Viz kapitolaଓଡିଆ ବାଇବେଲ26 ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋ’ ନିକଟକୁ ଆସି ମୋତେ ଚୁମ୍ବନ କର।” Viz kapitolaପବିତ୍ର ବାଇବଲ26 ଏହା ପରେ ଇସ୍ହାକ ତାଙ୍କୁ କହିଲେ, “ମୋର ପୁତ୍ର ମୋ’ ପାଖକୁ ଆସ ମୋତେ ଚୁମ୍ବନ ଦିଅ।” Viz kapitola |