ଆଦି ପୁସ୍ତକ 27:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?” Viz kapitolaପବିତ୍ର ବାଇବଲ (Re-edited) - (BSI)45 ଅନନ୍ତର ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଏକଦିନରେ ତୁମ୍ଭ ଦୁଇଜଣଙ୍କୁ କାହିଁକି ହରାଇବି? Viz kapitolaଓଡିଆ ବାଇବେଲ45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି ?” Viz kapitolaପବିତ୍ର ବାଇବଲ45 କିଛି ସମୟ ପରେ ତୁମ୍ଭ ଭାଇ ଭୁଲିଯିବ ତୁମ୍ଭେ ତା’ ପ୍ରତି କ’ଣ କରିଥିଲ। ତା'ପରେ ମୁଁ ଗ୍ଭକର ପଠାଇ ତୁମ୍ଭକୁ ନେଇ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଗ୍ଭହୁଁ ନାହିଁ।” Viz kapitola |