ଆଦି ପୁସ୍ତକ 27:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?” Viz kapitolaପବିତ୍ର ବାଇବଲ (Re-edited) - (BSI)46 ଅନନ୍ତର ରିବିକା ଇସ୍ହାକଙ୍କୁ କହିଲା, ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯେବେ ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ? Viz kapitolaଓଡିଆ ବାଇବେଲ46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?” Viz kapitolaପବିତ୍ର ବାଇବଲ46 ଏହା ପରେ ରିବିକା ଇସ୍ହାକଙ୍କୁ କହିଲେ, “ତୁମ୍ଭର ପୁତ୍ର ଏଷୌ ହିତ୍ତୀୟ କନ୍ୟାକୁ ବିବାହ କଲା, ଏହା ମୋର ପ୍ରାଣକୁ କଷ୍ଟ ଦେଉଅଛି। କାରଣ ସେମାନେ ଆମ୍ଭର ଲୋକ ନୁହନ୍ତି। ଯଦି ଯାକୁବ ଏହି ଦେଶର କନ୍ୟାକୁ ବିବାହ କରେ ତେବେ ମୁଁ ମରିଯିବି।” Viz kapitola |