Online Bible

- Reklamy -




ଆଦି ପୁସ୍ତକ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ଯାଏ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

15 “ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”

Viz kapitola kopírovat




ଆଦି ପୁସ୍ତକ 28:15

Následuj nás:

Reklamy


Reklamy