ଆଦି ପୁସ୍ତକ 28:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା। Viz kapitolaପବିତ୍ର ବାଇବଲ18 ଯାକୁବ ପ୍ରତ୍ୟୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦେଇଥିଲେ, ତାହା ନେଇ ସ୍ତମ୍ଭରୂପେ ସ୍ଥାପନ କଲେ। ଏହା ପରେ ସେ ତା’ ଉପରେ ତୈଳ ଢାଳିଲେ। Viz kapitola |