ଆଦି ପୁସ୍ତକ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାମହ ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାତୁଳ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaଓଡିଆ ବାଇବେଲ2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaପବିତ୍ର ବାଇବଲ2 ତେଣୁ ତୁମ୍ଭେ ଏ ସ୍ଥାନ ଛାଡ଼ି ପଦ୍ଦନ୍ ଅରାମକୁ ଯାଅ। ନିଜ ମାତାର ପରିବାରକୁ ଯାଇ, ବଥୂୟେଲର ଗୁହକୁ ଯାଇ ସେଠାରେ ନିଜର ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitola |