Online Bible

- Reklamy -




ଆଦି ପୁସ୍ତକ 28:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଯାକୁବ ମାନତ କରି କହିଲା, ଯେବେ ପରମେଶ୍ଵର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,

Viz kapitola kopírovat

ଓଡିଆ ବାଇବେଲ

20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,

Viz kapitola kopírovat

ପବିତ୍ର ବାଇବଲ

20 ଏହା ପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, “ଯଦି ପରମେଶ୍ୱର ମୋ’ ସହିତ ରହିବେ, ଯଦି ଏହି ଯାତ୍ରାରେ ପରମେଶ୍ୱର ମୋର ସହାୟ ହେବେ, ଯଦି ପରମେଶ୍ୱର ମୋତେ ଖାଦ୍ୟ ବସ୍ତ୍ର ଯୋଗାଇବେ।

Viz kapitola kopírovat




ଆଦି ପୁସ୍ତକ 28:20

Následuj nás:

Reklamy


Reklamy