ଆଦି ପୁସ୍ତକ 28:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ଯେବେ ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ଵର ହେବେ, Viz kapitolaଓଡିଆ ବାଇବେଲ21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ, Viz kapitolaପବିତ୍ର ବାଇବଲ21 ଯଦି ପରମେଶ୍ୱର ମୋତେ ନିରାପଦରେ ମୋ’ ଗୃହକୁ ଫେରାଇ ଆଣନ୍ତି। ତେବେ ସଦାପ୍ରଭୁ ମୋର ପରମେଶ୍ୱର ହେବେ। Viz kapitola |