ଆଦି ପୁସ୍ତକ 28:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ଵରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି। Viz kapitolaଓଡିଆ ବାଇବେଲ22 ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।” Viz kapitolaପବିତ୍ର ବାଇବଲ22 ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ରୂପେ ସ୍ଥାପନ କରିଅଛି। ଏହା ପରମେଶ୍ୱରଙ୍କର ଏକ ପବିତ୍ର ସ୍ଥାନ ହେବ। ଆଉ ତୁମ୍ଭେ ଯାହାସବୁ ମୋତେ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ୟ ଦେବି।” Viz kapitola |