ଆଦି ପୁସ୍ତକ 29:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। Viz kapitolaଓଡିଆ ବାଇବେଲ12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। Viz kapitolaପବିତ୍ର ବାଇବଲ12 ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ। Viz kapitola |