ଆଦି ପୁସ୍ତକ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ। Viz kapitolaଓଡିଆ ବାଇବେଲ2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। Viz kapitolaପବିତ୍ର ବାଇବଲ2 ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା। Viz kapitola |