ଆଦି ପୁସ୍ତକ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” Viz kapitolaପବିତ୍ର ବାଇବଲ21 ସାତ ବର୍ଷ ପରେ ଯାକୁବ ଲାବନକୁ କହିଲେ, “ମୋତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମୋର କାମ କରିବା ସମୟ ସରି ଯାଇଛି।” Viz kapitola |