Online Bible

- Reklamy -




ଆଦି ପୁସ୍ତକ 29:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ?

Viz kapitola kopírovat

ଓଡିଆ ବାଇବେଲ

25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”

Viz kapitola kopírovat

ପବିତ୍ର ବାଇବଲ

25 ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?”

Viz kapitola kopírovat




ଆଦି ପୁସ୍ତକ 29:25

Následuj nás:

Reklamy


Reklamy