ଆଦି ପୁସ୍ତକ 29:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା। Viz kapitolaଓଡିଆ ବାଇବେଲ28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା। Viz kapitolaପବିତ୍ର ବାଇବଲ28 ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହା ପରେ ଲାବନ ରାହେଲକୁ ତା'ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ। Viz kapitola |