ଆଦି ପୁସ୍ତକ 29:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ। Viz kapitolaଓଡିଆ ବାଇବେଲ4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” Viz kapitolaପବିତ୍ର ବାଇବଲ4 ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?” ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।” Viz kapitola |