ଆଦି ପୁସ୍ତକ 29:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି। Viz kapitolaଓଡିଆ ବାଇବେଲ6 ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” Viz kapitolaପବିତ୍ର ବାଇବଲ6 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ସେ କିପରି ଅଛନ୍ତି?” ସେମାନେ ଉତ୍ତର ଦେଲେ, “ସେ ଭଲ ଅଛନ୍ତି, ତାଙ୍କର ସମସ୍ତ କୁଶଳ। ଦେଖ ତାଙ୍କର କନ୍ୟା ରାହେଲ ତାଙ୍କ ମେଷପଲ ସହିତ ଆସୁଛନ୍ତି।” Viz kapitola |