ଆଦି ପୁସ୍ତକ 29:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ। Viz kapitolaଓଡିଆ ବାଇବେଲ7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” Viz kapitolaପବିତ୍ର ବାଇବଲ7 ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।” Viz kapitola |