ଆଦି ପୁସ୍ତକ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ସଦାପ୍ରଭୁ ପରମେଶ୍ଵର ନାରୀଙ୍କି କହିଲେ, ଏ କି କଲ? ନାରୀ କହିଲେ, ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି। Viz kapitolaଓଡିଆ ବାଇବେଲ13 ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” Viz kapitolaପବିତ୍ର ବାଇବଲ13 ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକକୁ କହିଲେ, “ଏପରି ତୁମ୍ଭେ କାହିଁକି କଲ?” ସ୍ତ୍ରୀଲୋକଟି ଉତ୍ତର ଦେଲା, “ସର୍ପ ମୋତେ ଭୁଲାଇ ଦେଲା, ତହିଁରେ ମୁଁ ତାକୁ ଖାଇଲି।” Viz kapitola |