ଆଦି ପୁସ୍ତକ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ସେ ଆଦମଙ୍କୁ କହିଲେ, ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaଓଡିଆ ବାଇବେଲ17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaପବିତ୍ର ବାଇବଲ17 ଏହା ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ କହିଲେ, “ମୁଁ ତୁମ୍ଭକୁ ସେହି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦେଇଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସେହି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ତ ହେଲା, ତୁମ୍ଭେ ତୁମ୍ଭର ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ କରିବ। Viz kapitola |