ଆଦି ପୁସ୍ତକ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; Viz kapitolaପବିତ୍ର ବାଇବଲ (Re-edited) - (BSI)2 ନାରୀ ସର୍ପକୁ କହିଲେ, ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; Viz kapitolaଓଡିଆ ବାଇବେଲ2 ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; Viz kapitolaପବିତ୍ର ବାଇବଲ2 ସ୍ତ୍ରୀଲୋକଟି କହିଲା, “ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇ ପାରିବୁ। Viz kapitola |