Online Bible

- Reklamy -




ଆଦି ପୁସ୍ତକ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ଦେଖ, ମନୁଷ୍ୟ ଭଲମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି; ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,

Viz kapitola kopírovat

ଓଡିଆ ବାଇବେଲ

22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,

Viz kapitola kopírovat

ପବିତ୍ର ବାଇବଲ

22 ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି। ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ଖାଇବା ଉଚିତ୍ ନୁହଁ। ଯଦି ସେ ଏହା ଖାଇଥା’ନ୍ତା, ସେ ଅମର ହୋଇଥା’ନ୍ତା।”

Viz kapitola kopírovat




ଆଦି ପୁସ୍ତକ 3:22

Následuj nás:

Reklamy


Reklamy