ଆଦି ପୁସ୍ତକ 30:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।” Viz kapitolaପବିତ୍ର ବାଇବଲ1 ରାହେଲ ଦେଖିଲେ ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା'ର ଭଊଣୀ ଲେୟା ପ୍ରତି ଈର୍ଷାନ୍ୱିତ ହେଲେ। ତେଣୁ ରାହେଲ ଯାକୁବକୁ କହିଲେ, “ମୋତେ ପିଲା ଦିଅ ନ ହେଲେ ମୁଁ ମରିବି।” Viz kapitola |