ଆଦି ପୁସ୍ତକ 30:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଲେୟା କହିଲା, ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ; ଏଣୁକରି ସେ ତାହାର ନାମ ଆଶେର୍ (ଆନନ୍ଦ) ରଖିଲା। Viz kapitolaଓଡିଆ ବାଇବେଲ13 ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା। Viz kapitolaପବିତ୍ର ବାଇବଲ13 ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା'ର ନାମ ଆଶେର ଦେଲେ। Viz kapitola |