ଆଦି ପୁସ୍ତକ 30:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ। Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।” Viz kapitolaପବିତ୍ର ବାଇବଲ14 ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରକୁ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣାମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲେ, “ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।” Viz kapitola |