ଆଦି ପୁସ୍ତକ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତେବେ ଲେୟା କହିଲା, ମୁଁ ସ୍ଵାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ଵର ତାହାର ବର୍ତ୍ତନ ମୋତେ ଦେଇ ଅଛନ୍ତି; ଏହେତୁ ସେ ତାହାର ନାମ ଇଷାଖର (ବର୍ତ୍ତନ) ରଖିଲା। Viz kapitolaଓଡିଆ ବାଇବେଲ18 ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା। Viz kapitolaପବିତ୍ର ବାଇବଲ18 ଲେୟା କହିଲେ, “ମୁଁ ସ୍ୱାମୀ ପାଇଁ ଆପଣା ଦାସୀକୁ ଦେଇଥିଲି, ପରମେଶ୍ୱର ତାହାର ବର୍ତ୍ତନ ମୋତେ ଦେଇଛନ୍ତି।” ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲେ। Viz kapitola |