ଆଦି ପୁସ୍ତକ 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲା, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇନାହାନ୍ତି। Viz kapitolaଓଡିଆ ବାଇବେଲ2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” Viz kapitolaପବିତ୍ର ବାଇବଲ2 ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।” Viz kapitola |