Online Bible

- Reklamy -




ଆଦି ପୁସ୍ତକ 30:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତହୁଁ ଯାକୁବ ତାହାକୁ କହିଲା, ମୁଁ ତୁମ୍ଭର ଯେପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।

Viz kapitola kopírovat

ଓଡିଆ ବାଇବେଲ

29 ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋ’ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।

Viz kapitola kopírovat

ପବିତ୍ର ବାଇବଲ

29 ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି।

Viz kapitola kopírovat




ଆଦି ପୁସ୍ତକ 30:29

Následuj nás:

Reklamy


Reklamy