ଆଦି ପୁସ୍ତକ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ରାହେଲ କହିଲା, ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁ ମୁଁ ମଧ୍ୟ ପୁତ୍ରବତୀ ହେବି। Viz kapitolaଓଡିଆ ବାଇବେଲ3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” Viz kapitolaପବିତ୍ର ବାଇବଲ3 ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।” Viz kapitola |