Online Bible

- Reklamy -




ଆଦି ପୁସ୍ତକ 30:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଅଥଚ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି କୃଷ୍ଣବର୍ଣ୍ଣ ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;

Viz kapitola kopírovat

ପବିତ୍ର ବାଇବଲ

35 ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ।

Viz kapitola kopírovat




ଆଦି ପୁସ୍ତକ 30:35

Následuj nás:

Reklamy


Reklamy