ଆଦି ପୁସ୍ତକ 30:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଅନନ୍ତର ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ତ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ। Viz kapitolaଓଡିଆ ବାଇବେଲ38 ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ। Viz kapitolaପବିତ୍ର ବାଇବଲ38 ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବକ୍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ। Viz kapitola |