Online Bible

- Reklamy -




ଆଦି ପୁସ୍ତକ 30:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ରାହେଲ କହିଲା, ପରମେଶ୍ଵର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ; ଏଣୁକରି ସେ ତାହାର ନାମ ଦାନ (ବିଚାର) ରଖିଲା।

Viz kapitola kopírovat

ଓଡିଆ ବାଇବେଲ

6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।

Viz kapitola kopírovat

ପବିତ୍ର ବାଇବଲ

6 ରାହେଲ କହିଲେ, “ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି, ମୋତେ ଏକ ପୁତ୍ର ସନ୍ତାନ ଦେବା ପାଇଁ ସେ ନିଷ୍ପତ୍ତି ନେଲେ।” ତେଣୁ ରାହେଲ ତା'ର ନାମ ରଖିଲେ ଦାନ।

Viz kapitola kopírovat




ଆଦି ପୁସ୍ତକ 30:6

Následuj nás:

Reklamy


Reklamy