ଆଦି ପୁସ୍ତକ 31:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବୈଥେଲର ପରମେଶ୍ଵର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅଣ! Viz kapitolaଓଡିଆ ବାଇବେଲ13 ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ !” Viz kapitolaପବିତ୍ର ବାଇବଲ13 ମୁଁ ବୈଥେଲ୍ର ସେହି ପରମେଶ୍ୱର। ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମୋ’ ପାଖରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏହି ଭୂମି ପରିତ୍ୟାଗ କରି ତୁମ୍ଭର ଗୃହକୁ ଯାଅ।’” Viz kapitola |