Online Bible

- Reklamy -




ଆଦି ପୁସ୍ତକ 31:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକି ଆମ୍ଭମାନଙ୍କର ମୂଲ୍ୟସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

15 ଆମ୍ଭେ ତାଙ୍କ ଆଖିରେ ବିଦେଶୀନି ତୁଲ୍ୟ। ସେ କେବଳ ଆମ୍ଭକୁ ତୁମ୍ଭଠାରେ ବିକ୍ରୟ କରି ନାହାନ୍ତି।” ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି, ଯାହା ଆମ୍ଭମାନଙ୍କର ହେବାର ଥିଲା।

Viz kapitola kopírovat




ଆଦି ପୁସ୍ତକ 31:15

Následuj nás:

Reklamy


Reklamy