Online Bible

- Reklamy -




ଆଦି ପୁସ୍ତକ 31:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଆପଣା ଉପାର୍ଜ୍ଜିତ ପଶ୍ଵାଦି ସକଳ ଧନ, ଅର୍ଥାତ୍, ପଦ୍ଦନ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା।

Viz kapitola kopírovat

ପବିତ୍ର ବାଇବଲ

18 ତେଣୁ ସେମାନେ ଯାହା ପ୍ରାପ୍ତ ହୋଇଥିଲେ ପଦ୍ଦନ୍ ଅରାମରେ ସମସ୍ତ ଜୀବନ୍ତ ବସ୍ତୁ ଓ ସମ୍ପତ୍ତି ନେଲେ ଏବଂ ଗ୍ଭଲିଗଲେ। ସେମାନେ ଯାକୁବଙ୍କ ପିତା ଇ‌ସ୍‌ହାକଙ୍କ ଦେଶ କିଣାନକୁ ପ୍ରସ୍ଥାନ କଲେ।

Viz kapitola kopírovat




ଆଦି ପୁସ୍ତକ 31:18

Následuj nás:

Reklamy


Reklamy