ଆଦି ପୁସ୍ତକ 31:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହି ପ୍ରକାରେ ସେ ଆପଣା ସର୍ବସ୍ଵ ଘେନି ପଳାୟନ କଲା, ପୁଣି ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ୍ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା। Viz kapitolaଓଡିଆ ବାଇବେଲ21 ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା। Viz kapitolaପବିତ୍ର ବାଇବଲ21 ଯାକୁବ ତାଙ୍କର ପରିବାର ଓ ସମସ୍ତ ସମ୍ପତ୍ତି ଧରି ଶୀଘ୍ର ସେ ସ୍ଥାନ ଛାଡ଼ିଲେ। ସେ ଫରାତ୍ ନଦୀ ପାର ହୋଇ ଗିଲିୟଦ ପର୍ବତ ଅଞ୍ଚଳ ଆଡ଼େ ଗ୍ଭଲିଲେ। Viz kapitola |