ଆଦି ପୁସ୍ତକ 31:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେ ଆପଣା କୁଟୁମ୍ଵମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ୍ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା। Viz kapitolaଓଡିଆ ବାଇବେଲ23 ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା। Viz kapitolaପବିତ୍ର ବାଇବଲ23 ତେଣୁ ଲାବନ ତା'ର ଲୋକମାନଙ୍କୁ ଏକତ୍ରିତ କରି ଯାକୁବକୁ ଧରିବା ପାଇଁ ତା’ ପଛରେ ଗୋଡ଼ାଇଲେ। ସାତ ଦିନ ପରେ ଲାବନ ଯାକୁବକୁ ଗିଲିୟଦର ପର୍ବତମୟ ଦେଶରେ ଭେଟିଲେ। Viz kapitola |