ଆଦି ପୁସ୍ତକ 31:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ଵୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ଵମାନଙ୍କ ସହିତ ଗିଲୀୟଦ୍ ପର୍ବତରେ ତମ୍ଵୁ ସ୍ଥାପନ କଲା। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା। Viz kapitolaପବିତ୍ର ବାଇବଲ25 ତା’ ପରଦିନ ଲାବନ ଯାକୁବକୁ ଧରିଲେ। ଯାକୁବ ପର୍ବତ ଉପରେ ତାଙ୍କର ତମ୍ବୁ ପକାଇଲେ। ତେଣୁ ଲାବନ ଏବଂ ତାଙ୍କର ସମସ୍ତ ଲୋକମାନେ ପର୍ବତମୟ ଦେଶ ଗିଲିୟଦରେ ଛାଉଣି ପକାଇଲେ। Viz kapitola |