Online Bible

- Reklamy -




ଆଦି ପୁସ୍ତକ 31:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତୁମ୍ଭେ ମୋତେ ବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ଵାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।

Viz kapitola kopírovat

ଓଡିଆ ବାଇବେଲ

27 ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାଆନ୍ତି।

Viz kapitola kopírovat

ପବିତ୍ର ବାଇବଲ

27 ମୋତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମୋତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥା’ନ୍ତି।

Viz kapitola kopírovat




ଆଦି ପୁସ୍ତକ 31:27

Následuj nás:

Reklamy


Reklamy