ଆଦି ପୁସ୍ତକ 31:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତ ରାତ୍ରି ତୁମ୍ଭର ପୈତୃକ ପରମେଶ୍ଵର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ। Viz kapitolaଓଡିଆ ବାଇବେଲ29 ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ। Viz kapitolaପବିତ୍ର ବାଇବଲ29 ତୁମ୍ଭକୁ ଆଘାତ କରିବା ପାଇଁ ମୋର ଶକ୍ତି ଅଛି। କିନ୍ତୁ ଗତ ରାତିରେ ତୁମ୍ଭ ପିତାଙ୍କର ପରମେଶ୍ୱର ସ୍ୱପ୍ନରେ ମୋତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ। Viz kapitola |