ଆଦି ପୁସ୍ତକ 31:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହୁଁ ଲାବନ ଯାକୁବର ତମ୍ଵୁଗୃହ ଓ ଲେୟାର ତମ୍ଵୁଗୃହ ଓ ଦୁଇ ଦାସୀର ତମ୍ଵୁଗୃହକୁ ଯାଇ ଅନ୍ଵେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ଵୁଗୃହ ଛାଡ଼ି ରାହେଲର ତମ୍ଵୁଗୃହରେ ପ୍ରବେଶ କଲା। Viz kapitolaଓଡିଆ ବାଇବେଲ33 ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା। Viz kapitolaପବିତ୍ର ବାଇବଲ33 ତେଣୁ ଲାବନ ଯାକୁବର ଛାଉଣିରେ ଖୋଜିଲେ। ତା'ପରେ ସେ ଲେୟାର ତମ୍ବୁରେ ଖୋଜିଲେ। ଏହା ପରେ ସେ ଆସି ତାଙ୍କର ଦୁଇ ଦାସୀଙ୍କର ତମ୍ବୁରେ ଖୋଜିଲେ। କିନ୍ତୁ ସେଠାରେ ମଧ୍ୟ ସେ ପାଇଲେ ନାହିଁ। ଏହା ପରେ ଲାବନ ରାହେଲର ତମ୍ବୁକୁ ଗଲେ। Viz kapitola |