ଆଦି ପୁସ୍ତକ 31:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? Viz kapitolaପବିତ୍ର ବାଇବଲ (Re-edited) - (BSI)36 ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? Viz kapitolaଓଡିଆ ବାଇବେଲ36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? Viz kapitolaପବିତ୍ର ବାଇବଲ36 ଏହା ପରେ ଯାକୁବ ବହୁତ କ୍ରୋଧ କଲେ। ଯାକୁବ କହିଲେ, “ମୋର କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମୋତେ ଗୋଡ଼ାଇଲ ଏବଂ ମୋତେ ଅଟକାଇଲ? Viz kapitola |