ଆଦି ପୁସ୍ତକ 31:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)42 ମୋର ପୈତୃକ ପରମେଶ୍ଵର, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ଭୟସ୍ଥାନ ଯେବେ ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାʼନ୍ତ। ପରମେଶ୍ଵର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ। Viz kapitolaଓଡିଆ ବାଇବେଲ42 ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।” Viz kapitolaପବିତ୍ର ବାଇବଲ42 ମୋହର ପୂର୍ବପୁରୁଷଙ୍କ ପରମେଶ୍ୱର ଅବ୍ରହାମଙ୍କ ପରମେଶ୍ୱର ଓ ଇସ୍ହାକଙ୍କର ଭୟନାଶକ ପରମେଶ୍ୱର ଯେବେ ମୋ’ ସହିତ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥା’ନ୍ତ। ପରମେଶ୍ୱର ମୋର ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।” Viz kapitola |