Online Bible

- Reklamy -




ଆଦି ପୁସ୍ତକ 31:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।

Viz kapitola kopírovat

ଓଡିଆ ବାଇବେଲ

46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।

Viz kapitola kopírovat

ପବିତ୍ର ବାଇବଲ

46 ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ।

Viz kapitola kopírovat




ଆଦି ପୁସ୍ତକ 31:46

Následuj nás:

Reklamy


Reklamy