Online Bible

- Reklamy -




ଆଦି ପୁସ୍ତକ 31:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 ଏବିଷୟରେ ଅବ୍ରହାମଙ୍କର ପରମେଶ୍ଵର, ନାହୋରର ପରମେଶ୍ଵର ଓ ସେମାନଙ୍କ ପୈତୃକ ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ; ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା।

Viz kapitola kopírovat

ଓଡିଆ ବାଇବେଲ

53 ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା।

Viz kapitola kopírovat

ପବିତ୍ର ବାଇବଲ

53 ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।

Viz kapitola kopírovat




ଆଦି ପୁସ୍ତକ 31:53

Následuj nás:

Reklamy


Reklamy