Online Bible

- Reklamy -




ଆଦି ପୁସ୍ତକ 31:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ଅନନ୍ତର ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ଵମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସମସ୍ତ ରାତ୍ରି ଯାପନ କଲେ।

Viz kapitola kopírovat

ଓଡିଆ ବାଇବେଲ

54 ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।

Viz kapitola kopírovat

ପବିତ୍ର ବାଇବଲ

54 ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ।

Viz kapitola kopírovat




ଆଦି ପୁସ୍ତକ 31:54

Následuj nás:

Reklamy


Reklamy