ଆଦି ପୁସ୍ତକ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ଯାକୁବ ପଚାରି କହିଲା, ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ। ସେ କହିଲେ, ତୁମ୍ଭେ କିହେତୁ ଆମ୍ଭର ନାମ ପଚାରୁ ଅଛ? ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। Viz kapitolaଓଡିଆ ବାଇବେଲ29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ29 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ଦୟାକରି ତୁମ୍ଭର ନାମ କୁହ।” କିନ୍ତୁ ସେହି ଲୋକଟି କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଗ୍ଭରୁ ଅଛ?” ଏହି ସମୟରେ ସେହି ଲୋକଟି ଯାକୁବଙ୍କୁ ଆଶୀର୍ବାଦ କଲେ। Viz kapitola |