ଆଦି ପୁସ୍ତକ 32:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ (ପରମେଶ୍ଵରଙ୍କ ମୁଖ) ରଖିଲା; ଯେହେତୁ ସେ କହିଲା, ମୁଁ ପରମେଶ୍ଵରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା। Viz kapitolaଓଡିଆ ବାଇବେଲ30 ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।” Viz kapitolaପବିତ୍ର ବାଇବଲ30 ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା'ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।” Viz kapitola |