ଆଦି ପୁସ୍ତକ 32:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହେତୁ ଇସ୍ରାଏଲର ସନ୍ତାନମାନେ ଅଦ୍ୟାପି (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। Viz kapitolaଓଡିଆ ବାଇବେଲ32 ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। Viz kapitolaପବିତ୍ର ବାଇବଲ32 ତେଣୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରାରେ ଯାକୁବଙ୍କୁ ଆଘାତ ଲାଗିଥିଲା। Viz kapitola |