ଆଦି ପୁସ୍ତକ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଦୂତମାନେ ଫେରି ଆସି ଯାକୁବକୁ କହିଲେ, ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ6 ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।” Viz kapitola |